ବ୍ଲକ୍‌ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ

ଯାଜପୁର: ବ୍ୟକ୍ତିଗତ କାରଣ ଦର୍ଶାଇ ପ୍ରଭାତ ବଳବନ୍ତରାୟ ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି । । ଅନାସ୍ଥା ପ୍ରସ୍ତାବ ଭୋଟିଂ ପୂର୍ବରୁ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି ପ୍ରଭାତ ।

ସେ ବିଡିଓଙ୍କ ନିକଟରେ ତାଙ୍କର ଇସ୍ତଫା ପତ୍ର ଦାଖଲ କରିଛନ୍ତି । ପ୍ରଭାତ ବିଜେଡି ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସାନ ଭାଇ ପ୍ରଭାତ ବଳବନ୍ତରାୟ ।

Leave a Reply

Your email address will not be published. Required fields are marked *