ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ରାଜଧାନୀରେ ଫୁଟିଲା ବୋମା

ଭୁବନେଶ୍ୱର : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଭୁବନେଶ୍ୱର ଫୁଲେଶ୍ୱରି ବସ୍ତିରେ ବୋମାମାଡ଼ ହୋଇଥିବା ସୂଚନା ମିଳିଛି । ଉକ୍ତ ଅଞ୍ଚଳରେ ହଠାତ୍ ପ୍ରଚଣ୍ଡ ଶବ୍ଦ ହେବାରୁ ଲୋକମାନେ ଆତଙ୍କିତ ହୋଇ ପଡ଼ିଥିଲେ।

ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ପରେ ଘଟଣା ସ୍ଥଳରେ ଭରତପୁର ଥାନା ପୋଲିସ୍ ପହଞ୍ଚି ଛାନଭିନ ଆରମ୍ଭ କରିଛି।

Leave a Reply

Your email address will not be published. Required fields are marked *