ପାଟନା: ରାହୁଲ ଗାନ୍ଧୀ ଓ ତେଜସ୍ବୀ ଯାଦବଙ୍କ ଭୋଟର ଅଧିକାର ଯାତ୍ରା ବିହାର ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି । ସାସାରାମର ଗାନ୍ଧୀ ମଇଦାନରୁ ଆରମ୍ଭ ହୋଇଥିବା ଭୋଟର ଅଧିକାର ଯାତ୍ରାରେ ରାହୁଲ ଓ ତେଜସ୍ବୀଙ୍କ ସହ ରାଜନୈତିକ ବିରୋଧୀ ମେଣ୍ଟର ବହୁ ବରିଷ୍ଠ ନେତା ଯୋଗ ଦେବେ ।
ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବିରୋଧୀ ନେତା ଭୋଟ୍ ଅଧିକାର ଯାତ୍ରାରେ ସାମିଲ ହୋଇ ବିଜେପି ବିରୋଧରେ ସ୍ୱର ଉତ୍ତୋଳନ କରିବେ।
