ସୃଷ୍ଟି ହେଲା ବାତ୍ୟା ‘ସେନୟାର’, ଓଡ଼ିଶାକୁ ନାହିଁ ବିପଦ

ଭୁବନେଶ୍ୱର: ସୃଷ୍ଟି ହେଲା ବାତ୍ୟା ସେନୟାର। ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ୱବର୍ତ୍ତୀ ଉତ୍ତର ପୂର୍ବରେ ବାତ୍ୟା ସେନୟାର ସୃଷ୍ଟି ହୋଇଛି । ଆଜି ଇଣ୍ଡୋନେସିଆ ଉପକୂଳକୁ ପୂର୍ବାହ୍ନରେ…

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସହ ଚଞ୍ଚକତା, ୟୁନିଟ୍‌ ପିଛା ୩୬ ପଇସା ଅଧିକ ଆଦାୟ କରିଛି ଟାଟା ପାୱାର

ଭୁବନେଶ୍ୱର: ବିଦ୍ୟୁତ୍‌ ଶୁଳ୍କ ଆଦାୟ କ୍ଷେତ୍ରରେ ଉପଭୋକ୍ତାଙ୍କ ସହ ଚଞ୍ଚକତା କରିଛି ଟାଟା ପାୱାର । ଏହାର ୪ଟି ବିତରଣକାରୀ ସଂସ୍ଥା ଓଇଆର୍‌ସିଙ୍କ ଧାର୍ଯ୍ୟ ୟୁନିଟ୍‌ ପିଛା…

ରବି ରାୟ ଜନ୍ମ ଶତବାର୍ଷିକୀ ଅବସରରେ ଦୁଇ ଦିନିଆ ରାଷ୍ଟ୍ରୀୟ ଆଲୋଚନା ଚକ୍ର: କର୍ପୋରେଟ୍ ଧନତନ୍ତ୍ର ଓ ଘୃଣା ରାଜନୀତି ଭବିଷ୍ୟତ ଗଣତନ୍ତ୍ର ପାଇଁ ବିପଦ

​ଭୁବନେଶ୍ୱର : ବିଶିଷ୍ଟ ସମାଜବାଦୀ ନେତା ତଥା ଲୋକସଭାର ପୂର୍ବତନ ବାଚସ୍ପତି ରବି ରାୟଙ୍କ ଜନ୍ମ ଶତବାର୍ଷିକୀ ରାଜ୍ୟ ସମିତି, ରବି ରାୟ ସ୍ମୃତି କମିଟି ଓ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଏଆରଆଇ । ଲାଞ୍ଚ ନେଇ ଧରାପଡ଼ିଲେ କେନ୍ଦ୍ରାପଡ଼ା ଜିଲ୍ଲା ନିକିରାଈର ସହକାରୀ ରାଜସ୍ୱ ନୀରିକ୍ଷକ ଅଭିମନ୍ୟୁ ବେହେରା । ଅଫିସ ସମେତ ବିଭିନ୍ନ…

ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟକୁ ନାହିଁ ବର୍ଷା ଭୟ

ଭୁବନେଶ୍ୱର: ଅବପାତର ରୂପ ନେଇସାରିଛି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଥିବା ଲଘୁଚାପ। ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ।…

ଖୋର୍ଦ୍ଧା ବାଘମାରୀରେ ନାବାଳିକାକୁ ଗଣଦୁଷ୍କର୍ମ ଘଟଣା, ପୀଡିତାଙ୍କୁ ଭେଟିଲେ ବିଜେଡ଼ି ପ୍ରତିନିଧି ଟିମ୍

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲା ବାଘମାରୀରେ ନାବାଳିକାକୁ ଗଣଦୁଷ୍କର୍ମ ଘଟଣା। ଉକ୍ତ ନାବାଳିକାଙ୍କୁ ଆଜି ଭେଟିଛନ୍ତି ବିଜେଡ଼ି ପ୍ରତିନିଧି ଟିମ୍। ସେମାନେ ନାବାଳିକାଙ୍କୁ କ୍ୟାପିଟାଲ ହସ୍ପିଟାଲର ସଖୀ ୱାର୍ଡରେ…

ଏସଆଇ ପରୀକ୍ଷା ଅନିୟମିତତା ମାମଲା: ଝାରପଡ଼ା ଜେଲକୁ ସ୍ଥାନାନ୍ତର ହେଲେ ୧୨ ଅଭିଯୁକ୍ତ

ଭୁବନେଶ୍ବର: ବହୁ ଚର୍ଚ୍ଚିତ ପୁଲିସ ଏସଆଇ କେଳେଙ୍କାରୀ ମାମଲାରେ ଗିରଫ ହୋଇ ବ୍ରହ୍ମପୁର ଜେଲରେ ଥିବା ସମସ୍ତ ଅଭିଯୁକ୍ତଙ୍କୁ ଭୁବନେଶ୍ବର ସ୍ଥିତ ଝାରପଡ଼ା ଜେଲକୁ ସ୍ଥାନାନ୍ତର କରାଯାଇଛି…

୧୧ ଦଫା ଦାବି ନେଇ ଅଙ୍ଗନଓ୍ବାଡି କର୍ମୀଙ୍କ ଆନ୍ଦୋଳନ

ଭୁବନେଶ୍ବର : ୧୧ ଦଫା ଦାବି ନେଇ ଅଙ୍ଗନଓ୍ବାଡି କର୍ମୀ ସୋମବାର ଗାନ୍ଧୀ ମାର୍ଗରେ ବିଶାଳ ସମାବେଶ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅଙ୍ଗନଓ୍ବାଡି କର୍ମୀଙ୍କୁ…

ବର୍ଷିୟାନ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ରଙ୍କ ପରଲୋକ

ନୂଆଦିଲ୍ଲୀ: ବଲିଉଡ୍‌ ଜଣେ ଆଇକନିକ୍‌ ତାରକାଙ୍କୁ ହରାଇଛି। ଭେଟେରାନ୍ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ରଙ୍କ ପରଲୋକ ଘଟିଛି। ୮୯ ବର୍ଷ ବୟସରେ ମୁମ୍ବାଇ ଘରେ ଆଖି ବୁଜିଛନ୍ତି ଧର୍ମେନ୍ଦ୍ର।…

୫୩ତମ ପ୍ରଧାନ ବିଚାରପତି ହେଲେ ଜଷ୍ଟିସ ସୂର୍ଯ୍ୟକାନ୍ତ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ୫୩ତମ ପ୍ରଧାନ ବିଚାରପତି ଭାବେ ଆଜି ଶପଥ ନେଇଛନ୍ତି ଜଷ୍ଟିସ ସୂର୍ଯ୍ୟକାନ୍ତ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି।…

ମାଓ ଦମନ ଅପରେସନ ବନ୍ଦ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ମାଓ ନେତାର ନିଦେଦନ

ମାଲକାନଗିରି: ମାଓ ନେତା ଅନନ୍ତ ଜାରି କଲା ଶାନ୍ତି ବାର୍ତ୍ତାର ପ୍ରେସ୍‌ ରିଲିଜ। ମାଓ ଦମନ ଅପରେସନ ବନ୍ଦ କରିବା ପାଇଁ ନିଦେଦନ କରିଛି ଛତିଶଗଡ଼, ମଧ୍ୟପ୍ରଦେଶ,…

ଖୋର୍ଦ୍ଧା ବାଘମାରୀରେ ନାବାଳିକାକୁ ଗଣଦୁଷ୍କର୍ମ ଘଟଣା; ହୃଦୟବିଦାରକ ଓ ସ୍ପର୍ଶକାତର: ନବୀନ

ଭୁବନେଶ୍ୱର: ଖୋର୍ଦ୍ଧା ବାଘମାରୀରେ ନାବାଳିକାଙ୍କୁ ଅପହରଣ ଓ ଗଣଦୁଷ୍କର୍ମ ଘଟଣାକୁ ନେଇ ଗଭୀର କ୍ଷୋଭ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ଘଟଣାକୁ…