Blog

ଜମ୍ମୁରେ ହାଇଆଲର୍ଟ: ଆତଙ୍କବାଦୀଙ୍କ ସୂଚନା ଦେଲେ ମିଳିବ ୫ଲକ୍ଷ ପୁରସ୍କାର ରାଶି

ଶ୍ରୀନଗର:ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା କାର ବିସ୍ଫୋରଣ ପରେ, ସମଗ୍ର ଦେଶ ହାଇ ଆଲର୍ଟରେ ଅଛି। ସମ୍ବେଦନଶୀଳ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ଆହୁରି କଡ଼ାକଡ଼ି କରାଯାଇଛି। ସମ୍ଭାବ୍ୟ…

ଆରପାରିରେ ପ୍ରସିଦ୍ଧ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

ଭୁବନେଶ୍ୱର: ମୃତ୍ୟୁ ସହ ଲଢେଇ କରି କରି ଶେଷରେ ହାରିଗଲେ ହ୍ୟୁମାନ ସାଗର । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ । କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ…

ଶେଖ୍ ହସିନାଙ୍କୁ ଫାଶୀଦଣ୍ଡ ରାୟ ଶୁଣାଇଲେ ବାଂଲାଦେଶର ଅନ୍ତରାଷ୍ଟ୍ରୀୟ ଅପରାଧ ଟ୍ରିବ୍ୟୁନାଲ୍

ନୂଆଦିଲ୍ଲୀ: ବାଂଲାଦେଶର ଅନ୍ତରାଷ୍ଟ୍ରୀୟ ଅପରାଧ ଟ୍ରିବ୍ୟୁନାଲ୍ (ଆଇସିଟି) ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ନିରସ୍ତ୍ର ନାଗରିକଙ୍କ ଉପରେ ଗୁଳି ଚଳାଇବା ସମେତ ମାନବତା ବିରୋଧୀ ଅପରାଧ ପାଇଁ…

ଡିସେମ୍ବର ୧ରୁ ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର: ଡିସେମ୍ବର ୧ରୁ ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ । ୨ ଦଫା ଦାବି ନେଇ ଏହି ଆନ୍ଦୋଳନ ହେବ । ନଭେମ୍ବର ୩୦ ସୁଦ୍ଧା ସରକାର…

ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ: ଅଧିକ ତଦନ୍ତ ଲାଗି ବ୍ରହ୍ମପୁରରେ ପହଞ୍ଚିଲା ସିବିଆଇ ଟିମ୍

ବ୍ରହ୍ମପୁର: ବ୍ରହ୍ମପୁରରେ ପହଞ୍ଚିଲା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଟିମ୍। ଓଡ଼ିଶା ପୁଲିସ୍ ନିଯୁକ୍ତି ବୋର୍ଡ(ଓପିଆର୍‌ବି) ଦ୍ବାରା ପରିଚାଳିତ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲାର ଅଧିକ ତଦନ୍ତ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପଇତାଲାଗି ନୀତି, ସନ୍ଧ୍ୟା ୫ରୁ ରାତି ୧୦ ଯାଏଁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ନୀତି ଓ ପରମ୍ପରା ମୁତାବକ ଏହି ନୀତି ଅନୁଷ୍ଠିତ ହେବ । ଏହି…

ଦାରିଙ୍ଗବାଡ଼ିରେ ଇକୋ ରିଟ୍ରିଟର ଶୁଭାରମ୍ଭ

କନ୍ଧମାଳ : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ିରେ ଇକୋ ରିଟ୍ରିଟ୍ ଉଦ୍‌ଘାଟିତ ହୋଇଯାଇଛି । ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ିରେ ଶୀତ ଦିନେ ପର୍ଯ୍ୟଟକଙ୍କ ସୁଅ ଛୁଟିଥାଏ । ରାଜ୍ୟ…

ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ସତ୍ୟ ଓ ତଥ୍ୟଭିତିକ ସମ୍ବାଦ ପରିବେଷଣକୁ ଗୁରୁତ୍ୱ

କଟକ: ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଏହି ସ୍ତମ୍ଭକୁ ମଜବୁତ ରଖିବାକୁ ହେଲେ ଏହାର ମୂଳଦୁଆ ହେଉଛି ବିଶ୍ୱସନୀୟତା ।ଗଣମାଧ୍ୟମ ଏପରି ଏକ ଶକ୍ତିଶାଳୀ ମାଧ୍ୟମ…

ଆଜିଠାରୁ ୩୦ ପର୍ଯ୍ୟନ୍ତ ପାଳନ ହେବ ସଡ଼କ ସୁରକ୍ଷା ପକ୍ଷ

ଭୁବନେଶ୍ୱର: ପ୍ରତିବର୍ଷ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ବହୁ ଲୋକ ମୃତ ବରଣ କରୁଛନ୍ତି। ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ଚେଷ୍ଟା ଜାରି ରଖିଛନ୍ତି ।…

ପ୍ରୋବେସନାରୀ ଆଇଏଏସ ଅଧିକାରୀ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର ପରିଦର୍ଶନ

କନ୍ଧମାଳ, ଭାରତ ଦର୍ଶନ ଶିକ୍ଷାତ୍ମକ ଭ୍ରମଣର ଅଂଶ ଭାବେ ୯ ଜଣ ପ୍ରୋବେସନାରୀ ଆଇଏଏସ୍ ଅଧିକାରୀ ଶୁକ୍ରବାର କନ୍ଧମାଳ ସ୍ଥିତ ସିଭିଲ ସର୍ଭିସେସ୍ କୋଚିଙ୍ଗ ସେଣ୍ଟର, ପରିଦର୍ଶନ…

ଶ୍ରୀନଗରରେ ଭୟଙ୍କର ବିସ୍ଫୋରଣରେ ଉଡ଼ିଗଲା ଥାନା; ୭ ମୃତ,୨୫ରୁ ଅଧିକ ଆହତ

ଶ୍ରୀନଗର: ଦିଲ୍ଲୀ ଆତଙ୍କବାଦୀ ଆକ୍ରମଣ ପରେ ଶୁକ୍ରବାର ବିଳମ୍ବିତ ରାତିରେ ଜମ୍ମୁ ଏବଂ କାଶ୍ମୀରର ଦକ୍ଷିଣ ଶ୍ରୀନଗରର ନୌଗାମ ପୁଲିସ ଷ୍ଟେସନରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି।…