ବଡ଼ ଚାଷୀଙ୍କୁ ସରକାରୀ ଝଟ୍କା: ମିଳିବନି ୮୦୦ ଟଙ୍କା ଇନ୍ପୁଟ୍ ସବ୍ସିଡି, କ୍ଷତିଗ୍ରସ୍ତ ହେବେ ୭ ଏକରରୁ ଅଧିକ ଚାଷ କରିଥିବା ଚାଷୀ
ଭୁବନେଶ୍ୱର: ରାଜ୍ୟରେ ଧାନ କିଣାକୁ ନେଇ ଲାଗି ରହିଥିବା ଅଚଳାବସ୍ଥା ମଧ୍ୟରେ ଚାଷୀ ଦହଗଞ୍ଜ ହେଉଥିବା ବେଳେ ସେମାନଙ୍କ କଟା ଘା’ରେ ଚୂନ ମାରିଛନ୍ତି ରାଜ୍ୟ ଯୋଗାଣମନ୍ତ୍ରୀ…
