Blog

ସାଂସଦ ସୁଲତା ଦେଓଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ; କର୍ମୀଙ୍କ ବିରୋଧରେ ମହିନ୍ଦ୍ରା ଗ୍ରୁପର ତଦନ୍ତ

ଭୁବନେଶ୍ୱର: ରାଜ୍ୟସଭା ସାଂସଦ ସୁଲତା ଦେଓଙ୍କୁ ଦୁଷ୍କର୍ମ ଧମକ ଦେବା ଅଭିଯୋଗରେ ପ୍ରତିକ୍ରିୟା ରଖିଛି ମହିନ୍ଦ୍ରା ଗ୍ରୁପ୍। କମ୍ପାନୀ ପକ୍ଷରୁ ଏହି ଘଟଣାକୁ “ମର୍ଯ୍ୟାଦାହୀନ ଏବଂ ଅତ୍ୟନ୍ତ…

ଲୋକସଭାରେ ଆଗତ ହେଲା ଅନଲାଇନ୍‌ ଗେମିଂ ବିଲ୍‌

ନୂଆଦିଲ୍ଲୀ: ଲୋକସଭାରେ ଉପସ୍ଥାପିତ ହୋଇଛି ଅନଲାଇନ୍‌ ଗେମିଂ ବିଲ୍‌ ୨୦୨୫ । ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏହି ବିଲ୍‌ ଉପସ୍ଥାପିତ କରିଛନ୍ତି ।…

ଲାଞ୍ଚ ନେବା ମାମଲାରେ ପୂର୍ବତନ ସହକାରୀ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ୍

ବାଲେଶ୍ୱର: ମଙ୍ଗଳବାର ବାଲେଶ୍ୱରର ଏକ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଲାଞ୍ଚ ଗ୍ରହଣ କରିବା ଅଭିଯୋଗରେ ଲିଫ୍ଟ ଇରିଗେସନ ଡିଭିଜନର ପୂର୍ବତନ ସହକାରୀ ଯନ୍ତ୍ରୀ (ଏଷ୍ଟିମେଟର) କୁମୁଦ ଚନ୍ଦ୍ର…

ଉପରାଷ୍ଟ୍ରପତି ନିର୍ବାଚନ, ନାଁ ଘୋଷଣା କଲା ଇଣ୍ଡି ମେଣ୍ଟ

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପଦ ପାଇଁ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଉପରାଷ୍ଟ୍ରପତି ପଦ ପାଇଁ ବିରୋଧୀ ଦଳର ପ୍ରାର୍ଥୀ ହୋଇଛନ୍ତି । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ବାସଭବନରେ…

ଜେଏସଡବ୍ଲୁ ଷ୍ଟିଲ୍ ପୋସ୍କୋ ଗ୍ରୁପ ପକ୍ଷରୁ ଓଡ଼ିଶାରେ ହେବ ୬ ଏମଟିପିଏ ଇସ୍ପାତ କାରଖାନା

ଭବନେଶ୍ୱର: ଜେଏସଡବ୍ଲୁ ଷ୍ଟିଲ୍ ଲିମିଟେଡ୍ ଏବଂ ଦକ୍ଷିଣ କୋରିଆର ପୋସ୍କୋ ଗ୍ରୁପ୍ ଭାରତରେ ବାର୍ଷିକ ୬ ନିୟୁତ ଟନ୍ ଏମଟିପିଏ ଇସ୍ପାତ କାରଖାନା ସ୍ଥାପନ କରିବାର ସମ୍ଭାବନା…

ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ରିମାଣ୍ଡରେ ଯିବ ମୁଖ୍ୟ ଅଭିଯୁକ୍ତ

ବାଲେଶ୍ୱର : ବାଲେଶ୍ୱର ଫକୀର ମୋହନ ଜଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ ମୁଖ୍ୟ ଅଭିଯୁକ୍ତ ସମୀର ସାହୁକୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ଏଥିପାଇଁ…

କିଏ ହେବେ ବିରୋଧୀ ଦଳର ଉପ-ରାଷ୍ଟ୍ରପତି ଚେହେରା?

ନୂଆଦିଲ୍ଲୀ : ଆସନ୍ତା ମାସ ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଶାସକ ଦଳ ଏନଡିଏ ଉପରାଷ୍ଟ୍ରପତି ପଦ ପାଇଁ ତାର ପ୍ରାର୍ଥୀ ଘୋଷଣା କରିସାରିଛି…

ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ, ଖୁବଶୀଘ୍ର ହସ୍ପିଟାଲରୁ ହେବେ ଡିସଚାର୍ଜ

ଭୁବନେଶ୍ୱର : ବର୍ତ୍ତମାନ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ। ଗତକାଲି ଅସୁସ୍ଥତା କାରଣରୁ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ…

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ବିହାର ଭୋଟର ତାଲିକାରୁ ବାଦ ପଡ଼ିଥିବା ଭୋଟରଙ୍କ ନାମ ଅନଲାଇନରେ ପ୍ରକାଶ

ନୂଆଦିଲ୍ଲୀ : ବିହାରରେ ନିର୍ବାଚନ ପୂର୍ବରୁ ଭୋଟର ତାଲିକାରୁ ୬୫ ଲକ୍ଷ ନାମ ବାଦ ଦିଆଯାଇଥିବା ବେଳେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ନିର୍ବାଚନ କମିଶନ ଏହି ତାଲିକା…

ପୁଣି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ସମ୍ବଲପୁର: ରାଜ୍ୟରେ ଦିନକୁ ଦିନ ବଢିଚାଲିଛି ଦୁଷ୍କର୍ମ ମାମଲା। ପୁଣି ଏକ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ। ସମ୍ବଲପୁର ଯୁଯୁମୁରା ଥାନା ଅଞ୍ଚଳରେ ଏହି ଗଣଦୁଷ୍କର୍ମ ହେବା…

କଂଗ୍ରେସର ଟାର୍ଗେଟରେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ୱର: ଭୋଟ୍ ଚୋରି ଅଭିଯୋଗରେ ଆସନ୍ତା ୪ ତାରିଖରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ । କଂଗ୍ରେସର ପିଏସି ବୈଠକରେ ଏହି ନିଷ୍ପତ୍ତି…

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ତଦନ୍ତ ଜାରି

ଭୁବନେଶ୍ବର : ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ କ୍ରାଇମ୍‌ବ୍ରାଞ୍ଚ ୮ ଜଣଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି । ଏହି ମାମଲାରେ କେସ୍ ଡାଏରୀ ଦାଖଲ…