Blog

ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ବାସଭବନକୁ ନେଇ ପ୍ରଶ୍ନ ଉଠାଇଲା ବିଜେଡି

ଭୁବନେଶ୍ୱର: ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କ ଲାଗି ଅଲଗା ଘର ପ୍ରସଙ୍ଗରେ ବର୍ଷିଛି ବିଜେଡି । ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି , ସ୍ୱାଧୀନତା ପରଠାରୁ…

ନବୀନଙ୍କୁ ଭେଟିଲେ ନୂଆପଡ଼ା ବିଜେଡି ନେତା: ସଂଗଠନକୁ ଆହୁରି ମଜବୁତ କରିବାକୁ ନିର୍ଦ୍ଦେଶ, ‘ବିଜେପିକୁ ଡରନି, ବୁଥ୍‌ ରିଗିଂର ଜବାବ ଦିଆଯିବ’

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପରେ ବିଜେଡିର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି।…

ଓଡ଼ିଶା ଫେରିଲେ ସୁଦାନ ଗୃହଯୁଦ୍ଧରେ ଫସିଥିବା ଓଡ଼ିଆ ଯୁବକ ଆଦର୍ଶ, ବଖାଣିଲେ ସେଠାରେ ଘଟିଥିବା ଯନ୍ତ୍ରଣାପୂର୍ଣ୍ଣ ଜୀବନ

ଭୁବନେଶ୍ୱର: ସୁଦାନରୁ ଫେରିଲେ ଆଦର୍ଶ । ଭୁବନେଶ୍ବର ଫେରିଲେ ସୁଦାନ ଗୃହ ଯୁଦ୍ଧରେ ଫସିଥିବା ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା କୋଟକଣା ଗାଁର ଆଦର୍ଶ ବେହେରା। ସୁଦାନରେ…

ରାଜ୍ୟରେ ଜାନୁଆରୀ ୬ରୁ ଆରମ୍ଭ ହେବ ପକ୍ଷୀ ଗଣନା

ଭୁବନେଶ୍ୱର: ରାଜ୍ୟରେ ଏବେ ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ଜାନୁଆରୀ ୬ ତାରିଖରୁ ରାଜ୍ୟରେ ପକ୍ଷୀ ଗଣନା ଆରମ୍ଭ ହେବ। ଏନେଇ…

ବଡ଼ଦିନ ଓ ନୂଆବର୍ଷରେ କେବଳ ସିଂହଦ୍ବାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ ଅନୁମତି

ପୁରୀ: ବଡ଼ଦିନ ଓ ନୂଆବର୍ଷରେ କେବଳ ଶ୍ରୀମନ୍ଦିର ସିଂହଦ୍ବାର ଦେଇ ଭକ୍ତମାନେ ପ୍ରବେଶ କରିବେ ଏବଂ ଅନ୍ୟ ତିନି ଦ୍ଵାର ଦେଇ ପ୍ରସ୍ଥାନ କରିବେ ବୋଲି ନିଷ୍ପତ୍ତି…

ସଫେଇ ଅଭିଯାନରେ ବିଏମସି, ଆବର୍ଜନା ପକାଉଥିବା ବ୍ୟକ୍ତିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଭୁବନେଶ୍ୱର ୟୁନିଟ୍-୪ ମାର୍କେଟ ଅଞ୍ଚଳରେ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି) ଦ୍ଵାରା ଏକ ସ୍ୱତନ୍ତ୍ର ସଫେଇ ଅଭିଯାନ କରାଯାଇଥିଲା।…

ନିଶା କାରବାର ରୋକିବା ନେଇ ଟିକି ଖାଁର ଘର ଉପରେ ବୁଲିଲା ବୁଲଡୋଜର

ପୁରୀ: ପୁରୀ ବ୍ରାଉନ ସୁଗାର ବେପାରୀ ଟିକି ଖାଁର ୩ଟି ଘରକୁ ବୁଲଡୋଜର ଲଗାଇ ଭଙ୍ଗାଯାଇଛି l ଗତ କିଛି ଦିନ ତଳେ ପୁରୀ ପୋଲିସ ପକ୍ଷରୁ…

ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ-ରାହୁଲଙ୍କୁ ବଡ଼ ଆଶ୍ୱସ୍ତି, ଇଡି ଚାର୍ଜସିଟ୍‌କୁ ପ୍ରତ୍ୟାଖ୍ୟାନ କଲେ ଦିଲ୍ଲୀ କୋର୍ଟ

ନୂଆଦିଲ୍ଲୀ: ନ୍ୟାସନାଲ ହେରାଲ୍ଡ ମାମଲାରେ ଗାନ୍ଧୀ ପରିବାରଙ୍କୁ ବଡ଼ ଆଶ୍ବସ୍ତି । ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ…

ମହାପ୍ରଭୁ ଖାଇଲେ ପହିଲିଭୋଗ

ପୁରୀ: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହିଲି ଭୋଗ ନୀତି । ଏହି ନୀତି ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ରହିବ…

ଧଉଳିରେ ଲଜ୍ଜାଜନକ ଘଟଣା: ରାଜ୍ୟ ସରକାରଙ୍କୁ ନବୀନ ଓ ରାମଚନ୍ଦ୍ର କାଡାମଙ୍କ ଟାର୍ଗେଟ୍, ‘ଆଇନଶୃଙ୍ଖଳା କେତେ ଆଉ ବିପର୍ଯ୍ୟସ୍ତ ହେଲେ ସରକାର ସଜାଗ ହେବେ’

ଭୁବନେଶ୍ୱର: ରାଜ୍ୟ ରାଜଧାନୀ ଭୁବନେଶ୍ୱରର ଛାତି ଉପରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା ସମଗ୍ର ରାଜ୍ୟକୁ ସ୍ତବ୍ଧ କରିଦେଇଛି। ଏହି ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଏବଂ ବିଚଳିତ…

ବଢ଼ିଲା କୃଷି ବିଦ୍ୟାନିଧି ଯୋଜନାରେ ଆବେଦନ ଅବଧି

ଭୁବନେଶ୍ୱର: କୃଷି ବିଦ୍ୟାନିଧି ଯୋଜନାରେ ଆବେଦନ ଅବଧି ବୃଦ୍ଧି ପାଇଛି । ଚଳିତ ଶିକ୍ଷାବର୍ଷ ୨୦୨୫-୨୬ରେ କୃଷି ବିଦ୍ୟାନିଧି ଯୋଜନାର ଅନଲାଇନ୍ ଆବେଦନ ସମୟସୀମା ଅକ୍ଟୋବର ୧୫…

ପ୍ରକାଶ ପାଇଲା ୨୦୨୬ ପାଇଁ ସ୍କୁଲ ଛୁଟି ତାଲିକା

ଭୁବନେଶ୍ୱର : ୨୦୨୬ ପାଇଁ ସ୍କୁଲ ଛୁଟି ତାଲିକା ପ୍ରକାଶ ପାଇଛି । ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଆସନ୍ତା ୨୦୨୬ ବର୍ଷ ପାଇଁ ପରକାଶଜ ପାଇଥିବା…