ଆଜିଠୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସକାଳ ୧୦ରୁ ୧୧ଟା ପର୍ଯ୍ୟନ୍ତ ବନ୍ଦ ରହିବ ଓପିଡି

ଭୁବନେଶ୍ବର: ଆଜି ଠାରୁ ସକାଳେ ଏକ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଓଟିପି । ସକାଳ ୧୦ରୁ ୧୧ଟା ଯାଏଁ ସରକାରୀ ଡାକ୍ତରଖାନାରେ ବହିର୍ବିଭାଗ, ଓପିଡି ବନ୍ଦ…

ରାଜ୍ୟରେ ଆୟୁଷ ଭିତ୍ତିଭୂମିକୁ ନେଇ ରାଜ୍ୟସଭାରେ ସାଂସଦ ମାନସ ମଙ୍ଗରାଜଙ୍କ ଉଦ୍‌ବେଗ

ଭୁବନେଶ୍ୱର: ରାଜ୍ୟରେ ଆୟୁଷ ଭିତ୍ତିଭୂମିରେ ସୁଧାର ଆସିବାରେ ନାଆଁ ଧରୁନି। ଖାଲିଥିବା ଆୟୁଷ ପଦଗୁଡ଼ିକ ପୂରଣ ହେଉନାହିଁ। ନିଯୁକ୍ତି ଅପେକ୍ଷାରେ ଥିବା ଯୁବକଯୁବତୀଙ୍କୁ ନିଯୁକ୍ତି ମିଳୁନାହିଁ ।…

ରାଜ୍ୟର ସ୍ୱାସ୍ଥ୍ୟ ବ୍ୟବସ୍ଥା ବିଗିଡ଼ିବାରେ ଲାଗିଛି, ସରକାରଙ୍କ ନିଘା ନାହିଁ: ବିଜେଡି

ଭୁବନେଶ୍ୱର: କଟକ ବଡ଼ ମେଡିକାଲରେ ଡାଏଲେସିସ ବ୍ୟବସ୍ଥା ଗତ କିଛି ଦିନ ହେଲା ଅଚଳ ହୋଇ ପଡିଥିବାରୁ ରୋଗୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।…

ସ୍ୱାସ୍ଥ୍ୟସେବାରେ ନୂଆପଡ଼ାକୁ ପ୍ରତାରଣା; ସ୍ୱାସ୍ଥ୍ୟବୀମା ଯୋଜନାରେ ନାହିଁ ଜିଲ୍ଲାର ଗୋଟିଏ ବି ଘରୋଇ ହସ୍ପିଟାଲ

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପ୍ରରିପେକ୍ଷୀରେ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ଏକ ନିର୍ଦ୍ଦେଶନାମା ଜିଲ୍ଲାରେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟସେବାର ବିକଳ ଚିତ୍ରକୁ ପଦାରେ ପକାଇ ଦେଇଛି। ଆୟୁଷ୍ମାନ ଭାରତ-ଗୋପବନ୍ଧୁ…

ଲାଞ୍ଚ ନେଇ ଫସିଲେ କମ୍ୟୁନିଟି ହେଲଥ୍ ସେଣ୍ଟରର ଆକାଉଣ୍ଟାଣ୍ଟ ଓ ପିଅନ

ଭୁବନେଶ୍ୱର: ବରଗଡ଼ ଜିଲ୍ଲାର ବରପାଲି କମ୍ୟୁନିଟି ହେଲଥ୍ ସେଣ୍ଟରର ଆକାଉଣ୍ଟାଣ୍ଟ ଏବଂ ପିଅନ୍ ଶେଖର ଚନ୍ଦ୍ର ସାହୁ ଏବଂ ତମନ୍ନା ସାହୁ ଲାଞ୍ଚ ନେବା ଅଭିଯୋଗରେ ଗିରଫ…

୭ ମାସ ହେଲା ମିଳୁନି କ୍ୟାନସର୍‌ ଔଷଧ: ଯନ୍ତ୍ରଣାରେ ଛଟପଟ ହେଉଛନ୍ତି ରୋଗୀ

ବାଲେଶ୍ବର: ଗତ ଏପ୍ରିଲ ମାସରୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କ୍ୟାନସର୍‌ ରୋଗୀଙ୍କୁ ମିଳୁନି ଜୀବନ ରକ୍ଷାକାରୀ ମାଗଣା ଔଷଧ। ଫଳରେ କର୍କଟ ଆକ୍ରାନ୍ତ ରୋଗୀ ଯନ୍ତ୍ରଣାରେ…

ରାଜ୍ୟ ପାଇଁ କଳଙ୍କ ରିସା ମାଙ୍କଡିଆଙ୍କ ଅନାହାର ମୃତ୍ୟୁ: କଂଗ୍ରେସ

ଭୁବନେଶ୍ୱର: ଯାଜପୁର ଜିଲ୍ଲା ସୁକିନ୍ଦାରେ ଅନାହାର ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି କଂଗ୍ରେସ । ଆଦିବାସୀଙ୍କ ସୁରକ୍ଷା ଏବଂ ଉନ୍ନତି ପାଇଁ ସରକାର ଯେଉଁ…

କାମ ଦେଲାନି ଆୟୁଷ୍ମାନ୍ କାର୍ଡ଼ : ଜୀବନ ହାରିଲେ ଗରିବ କର୍କଟ ରୋଗୀ

ନୂଆପଡ଼ା: କାମ ଦେଲାନି ଆୟୁଷ୍ମାନ କାର୍ଡ। ଚିକିତ୍ସା ବାବଦ ଟଙ୍କା ନ ଦେଇ ପାରିବାରୁ ଚାଲିଗଲା ଜୀବନ । କର୍କଟ ରୋଗର ଅସହ୍ୟ ଯନ୍ତ୍ରଣା‌ରେ ଛଟପଟ ହୋଇ…

ଓଲିଉଡ୍ ଅଭିନେତା ଅସୁସ୍ଥ, ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ବର: ଓଲିଉଡ୍‌ ର ଲୋକପ୍ରିୟ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ । କିଛି ଦିନ ହେବ ଜ୍ବର ଏକ କଫ ଜନିତ ସମସ୍ୟାରେ ପୀଡିତ ଥିଲେ ।…

କୋରାପୁଟ ଛାତ୍ରୀନିବାସରେ ଡାଇରିଆ ଆତଙ୍କ

କୋରାପୁଟ: କୋରାପୁଟ ଜିଲ୍ଲା ଜୟପୁରସ୍ଥିତ ଏକ ଛାତ୍ରୀନିବାସରେ ଡାଇରିଆ ଆତଙ୍କ। ଛାତ୍ରୀନିବାସରେ ହଠାତ୍ ୧୩ ଜଣ ଛାତ୍ରୀ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…

ପୁଣିଥରେ ବାର୍ଡ ଫ୍ଲୁ ଆଶଙ୍କା

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ମଖି ଅଞ୍ଚଳରେ ଦେଖିବାକୁ ମିଳିଛି କୁକୁଡ଼ା ମଡ଼କ। ଏକ ଫାର୍ମରେ ଗତକାଲି ରାତିରେ ୩୦୦ରୁ ଅଧିକ କୁକୁଡ଼ା ମରିଯାଇଛନ୍ତି। କେଉଁ କାରଣ ପାଇଁ…

ଭୟଙ୍କର ରୂପ ନେଉଛି ଡାଇରିଆ, ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା ଜଣେ ମୃତ

ଯାଜପୁର: ପୁଣି ଡାଇରିଆ ଆତଙ୍କରେ ଯାଜପୁର। ସୂଚନା ଅନୁସାରେ ବଡଚଣା ବ୍ଲକ ସାଉଡିଆ ପଞ୍ଚାୟତ ତାଳୁଆ ଦଳିତ ସାହି ଗାଁରେ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା ଓ ଭୂତଳ…