ପୁରୀ : ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଆଜି ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ହେବ ବନକଲାଗି। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ଶ୍ରୀମନ୍ଦିରରେ ବନକଲାଗି ଗୁପ୍ତ ନୀତି ହୋଇଥିବାରୁ ସାଧାରଣ ଦର୍ଶନ ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏ ବନ୍ଦ ରହିବ।
ଶ୍ରୀମନ୍ଦିରରେ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
