ଭୁବନେଶ୍ୱର ଏକ ବାର୍‌ରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ୱର : ଭୁବନେଶ୍ୱର ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଲିଗଲା ବାର୍‌। ସର୍ଟ ସର୍କିଟରୁ ନିଆଁ ଲାଗିଥିବା ନେଇ ସନ୍ଦେହ କରାଯାଉଛି। ଅଗ୍ନିକାଣ୍ଡରେ ପୁରା ବାର ପୋଡି ପାଉଁଶ ହେଇଯାଇଛି। , ସମଗ୍ର ଅଞ୍ଚଳରେ କଳା
ଧୂଆଁ। ନିଆଁକୁ ଆୟତ କରିବା ପାଇଁ ଅଗ୍ନିଶମ ବାହିନୀକୁ ପ୍ରାୟ ୧ ଘଣ୍ଟା ସମୟ ଲାଗିଲା।

Leave a Reply

Your email address will not be published. Required fields are marked *