ଭୁବନେଶ୍ୱର : ଯୁକ୍ତ ଦୁଇ ପରୀକ୍ଷା ପାଇଁ ଘୋଷଣା ହେଇଛି ତାରିଖ। ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୧ ଯାଏ ପରୀକ୍ଷା ଚାଲିବ। ମୋଟ ୪ ଲକ୍ଷ ୭ ହଜାର ୩୭ ଜଣ ପରୀକ୍ଷାଥ୍ରୀ ଦେବେ ପରୀକ୍ଷା। ୧୩୫୦ଟି କେନ୍ଦ୍ରରେ ପରୀକ୍ଷା ହେବ। ଏଥିପାଇଁ ଡିସେମ୍ବର ୧୫ ସୁଦ୍ଧା ଆଡମିଟ କାର୍ଡ ପ୍ରଦାନ କରାଯିବ। ୨୧୦ଟି ହବ AI କ୍ୟାମେରା ନଜରରେ ରହିବ।
ଫେବ୍ରୁଆରୀ ୧୮ ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା
