କଳା ତାଲିକାଭୁକ୍ତ ହେଲା ସିଲିକନ୍ ଟେକ୍ ଲ୍ୟାବ୍ ପ୍ରାଇଭେଟ୍ ଲିମିଟେଡ

କଟକ: ପରୀକ୍ଷାରେ ଅନିୟମିତତା ପ୍ରମାଣରେ ଏଏସଓ ପରୀକ୍ଷା କେଳେଙ୍କାରୀ ପ୍ରସଙ୍ଗରେ ୫ ବର୍ଷ ପାଇଁ କଳା ତାଲିକାଭୁକ୍ତ ହେଲା ସିଲିକନ୍ ଟେକ୍ ଲ୍ୟାବ୍ ପ୍ରାଇଭେଟ୍ ଲିମିଟେଡ।

ଚଳିତ ବର୍ଷ ଜୁଲାଇ ମାସରେ ଏଏସଓ ପଦବୀ ପାଇଁ ଏଠାରେ ମୁଖ୍ୟ ଲିଖିତ ପରୀକ୍ଷା କରାଯାଇଥିଲା। ତେବେ ସଂସ୍ଥା ବିରୁଦ୍ଧରେ ଗୋପନୀୟତା ଭଙ୍ଗ କରିବାର ଅଭିଯୋଗ ପ୍ରମାଣିତ ହେବା ପରେ ସଂସ୍ଥାକୁ ୫ ବର୍ଷ ପାଇଁ କଳା ତାଲିକାଭୁକ୍ତ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *