୬.୫ କୋଟିର ବ୍ୟବସାୟ ସହିତ ଉଦଯାପିତ ହେଲା ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ପୁସ୍ତକ…