ରାଜ୍ୟ କ୍ୟାବିନେଟ୍ ବୈଠକରେ ଅନୁମୋଦିତ ହେଲା ୫ଟି ପ୍ରସ୍ତାବ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଅନୁମୋଦିତ ହୋଇଥିବା ପ୍ରସ୍ତାବ ଗୁଡିକ ହେଲା ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନା, ଓଡିଶା ଖାଦ୍ୟ ପ୍ରକ୍ରିୟାକରଣ…