ରାଜଭବନ ଇତିହାସରେ ପ୍ରଥମ ମହିଳା ସଚିବ ନିଯୁକ୍ତ, ରୂପା ରୋଶନଙ୍କୁ ନୂଆ ଦାୟିତ୍ଵ

ଭୁବନେଶ୍ଵର: ଓଡ଼ିଶା ସରକାର ଆଇଏଏସ୍ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଓଡ଼ିଶା ରାଜଭବନ ଇତିହାସରେ ପ୍ରଥମ କରି ରାଜ୍ୟପାଳଙ୍କ ସଚିବ ଭାବେ ମହିଳା ଆଇଏଏସଙ୍କୁ…