ଆସନ୍ତାକାଲି ପାଳନ ହେବ ମହାତ୍ମା ଗାନ୍ଧୀଙ୍କ ଦ୍ଵିତୀୟ ଓଡ଼ିଶା ଆଗମନର ଶତବାର୍ଷିକୀ

ଭୁବନେଶ୍ୱର: ରାଷ୍ଟ୍ରପିତାଙ୍କର ଦ୍ଵିତୀୟ ଓଡ଼ିଶା ଆଗମନ ଶତବାର୍ଷିକୀ ସ୍ମୃତିରେ ଉତ୍କଳ ଗାନ୍ଧୀ ସ୍ମାରକ ନିଧି, ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ, ଉତ୍କଳ ସର୍ବୋଦୟ ମଣ୍ଡଳ ଓ ରାଷ୍ଟ୍ରୀୟ ଯୁବା…

ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ରାଉରକେଲା: ସ୍ୱାଧୀନତା ଦିବସ ଅବସରରେ ଚାଇବାସାରେ ପୋଲିସ ଏବଂ ସୁରକ୍ଷାବାହିନୀକୁ ମାଓବାଦୀଙ୍କ ବିରୋଧରେ ବଡ଼ ସଫଳତା ମିଳିଛି। ରାଉରକେଲା ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ସର୍ଚ୍ଚ ଅପରେସନ୍‌ ବେଳେ ବିପୁଳ…

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

ଭୁବନେଶ୍ବର : ଚଳିତବର୍ଷର ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ପ୍ରେସମିଟ୍‌…

ଜିଲ୍ଲା ସଭାପତି ଚୟନ ପାଇଁ କଂଗ୍ରେସ ଜାରି କଲା ୩୫ ଜଣିଆ ପର୍ଯ୍ୟବେକ୍ଷକ ତାଲିକା

ଭୁବନେଶ୍ୱର: ଓଡ଼ିଶାରେ ଜିଲ୍ଲା ସଭାପତି ଚୟନ କରିବାକୁ କଂଗ୍ରେସର କସରତ ଆରମ୍ଭ ହୋଇଯାଇଛି। ଏଥିପାଇଁ ଏଆଇସିସି ପକ୍ଷରୁ ଓଡ଼ିଶା ସମେତ ୪ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ତାଲିକା…

ଭୁବନେଶ୍ୱରରେ ହେବ ବିମାନ ମରାମତି କେନ୍ଦ୍ର

ଭୁବନେଶ୍ୱର: ଭୁବନେଶ୍ୱରେ ପୂର୍ବ ଭାରତର ପ୍ରଥମ ବଡ଼ ବିମାନ ମରାମତି କେନ୍ଦ୍ର ହେବ। ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ରାଜ୍ୟ କ୍ୟାବିନେଟ୍‌ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ…

ଏନସିବିସି ପକ୍ଷରୁ ଓବିସି ତାଲିକା ପାଇଁ ହେବ ସାର୍ବଜନୀନ ଶୁଣାଣି

ଭୁବନେଶ୍ୱର: ଓଡ଼ିଶାର କେନ୍ଦ୍ରୀୟ ଓବିସି ତାଲିକା ପାଇଁ ଏନସିବିସି ପକ୍ଷରୁ ହେବ ସାର୍ବଜନୀନ ଶୁଣାଣି ହେବ ପାଇଁ ସ୍ଥିର କରାଯାଇଛି । ରାଷ୍ଟ୍ରୀୟ ପଛୁଆ ବର୍ଗ ଆୟୋଗ…

‘ସାକୁରା’ କାର୍ଯ୍ୟକ୍ରମରେ ହେବେ ସାମିଲ ହେବେ ଓଡ଼ିଆ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଜାପାନରେ ଅନୁଷ୍ଠିତ ହେବାକୁ ଯାଉଥିବା ବିଜ୍ଞାନ ଭିତ୍ତିକ କାର୍ଯ୍ୟକ୍ରମ “ସାକୁରା” ରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଛଅ ଜଣ ମେଧାବୀ ଛାତ୍ରଛାତ୍ରୀ ରାଜ୍ୟକୁ ପ୍ରତିନିଧିତ୍ୱ କରିବେ।…

ସୁନ୍ଦରଗଡ଼ରେ ବଢୁଛି କୁଷ୍ଠରୋଗୀଙ୍କ ସଂଖ୍ୟା

ସୁନ୍ଦରଗଡ଼: ବିଗତ ୨୦ ମାସରେ ସୁନ୍ଦରଗଡ଼ ଜିଲ୍ଲାରେ ୭୦୭ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ଅଧିକାରୀମାନେ କହୁଛନ୍ତି, ଡାକ୍ତର, ପାରାମେଡିକାଲ କର୍ମଚାରୀ ଓ ଫିଜିଓଥେରାପିଷ୍ଟଙ୍କ…

ରାଜ୍ୟ ପରିବହନ ବିଭାଗକୁ ଇଡିର ନୋଟିସ୍

ଭୁବନେଶ୍ୱର: ମନି ଲଣ୍ଡ୍ରିଂ ସନ୍ଦେହରେ ରାଜ୍ୟ ପରିବନ ବିଭାଗକୁ ଇଡିର ନୋଟିସ୍ ।ରାଜ୍ୟ ପରିବହନ କ୍ଷେତ୍ରରେ ବଡ଼ ଧରଣର ଆର୍ଥିକ ହେରଫେର ହୋଇଥିବା ସନ୍ଦେହରେ ବିଭାଗ ସହିତ…

ରାହୁଲଙ୍କ ରାତ୍ରିଭୋଜନ ପାର୍ଟି : ଏକାଠି ହେଲେ ଇଣ୍ଡିଆ ମେଣ୍ଟର ସବୁ ଦଳର ସଦସ୍ୟ

ନୂଆଦିଲ୍ଲୀ : ଏକାଠି ହେଲେ ଇଣ୍ଡିଆ ମେଣ୍ଟର ସବୁ ଦଳର ସଦସ୍ୟ । କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନିମନ୍ତ୍ରଣରେ ୨୫ଟି ଦଳର ୫୦ରୁ ଅଧିକ ନେତା…

 ଆମ ବସରେ ଯାତ୍ରା କରିବେ କ୍ରୁଟ୍ ଅଧିକାରୀ

ଭୁବନେଶ୍ବର: ଆମ ବସ୍ ସେବାରେ ସାଧାରଣ ଯାତ୍ରୀଙ୍କ ଯାତ୍ରା ଅଭିଜ୍ଞତା ବୃଦ୍ଧି ନେଇ କ୍ରୁଟ୍ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। କ୍ରୁଟ୍ ପରିଚାଳନା ନିର୍ଦ୍ଦେଶକ ଡକ୍ଟର…

ପରଲୋକରେ ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ

ଭୁବନେଶ୍ବର: ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ମର୍ଦ୍ଦରାଜଙ୍କ ପରଲୋକ । ସେ ହୃଦୟ ଜିନିତ ରୋଗରେ ପୀଡ଼ିତ ହୋଇ କିଛିଦିନ ହେବ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ…