ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଲା

ଭୁବନେଶ୍ବର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେଲା ଅଧିବେଶନ। ମୋଟ ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଲା। ଏହି ଅଧିବେଶନରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ ପାରିତ ହୋଇଛି। ଆଉ କୌଣସି ସରକାରୀ କାର୍ଯ୍ୟକ୍ରମ ନଥିବାରୁ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ କରିବାକୁ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ଆଣିଥିଲେ ପ୍ରସ୍ତାବ ।

Leave a Reply

Your email address will not be published. Required fields are marked *